Leviticus 25:45 — Compare Translations
5 translations compared side by side
Odia - 1840
"ଯେଉଁ ପ୍ରବାସୀ ବିଦେଶୀମାନେ ତୁମ୍ଭ ସହିତ ବାସ କରୁଛନ୍ତି ଏବଂ ସମାନଙ୍କେର ପରିବାରର ସଭ୍ଯ ତୁମ୍ଭ ଦେଶ ରେ ଜନ୍ମନ୍ତି, ସମାନଙ୍କେ ସନ୍ତାନମାନଙ୍କୁ ତୁମ୍ଭେ କିଣିପାରିବ। ସମାନେେ ତୁମ୍ଭର କ୍ରୀତଦାସ ଓ କ୍ରୀତଦାସୀ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନମାନଙ୍କଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେ ଯେ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥାʼନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ପ୍ରବାସୀ ବିଦେଶୀମାନେ ତୁମ୍ଭ ସହିତ ବାସ କରୁଛନ୍ତି ଏବଂ ସେମାନଙ୍କର ପରିବାରର ସଭ୍ୟ ତୁମ୍ଭ ଦେଶରେ ଜନ୍ମନ୍ତି, ସେମାନଙ୍କ ସନ୍ତାନମାନଙ୍କୁ ତୁମ୍ଭେ କିଣି ପାରିବ। ସେମାନେ ତୁମ୍ଭର କ୍ରୀତଦାସ ଓ କ୍ରୀତଦାସୀ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥାʼନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥା’ନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ।