Leviticus 25:46 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ନିଜ ଅନ୍ତେ ଆପଣା ଭବିଷ୍ଯତ ସନ୍ତାନଗଣ ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତିରୂପେ ସମାନଙ୍କେୁ ଦଇପୋରିବ। ସମାନେେ ତୁମ୍ଭମାନଙ୍କର ଓ ତୁମ୍ଭର ପରିବାରର ସବୁଦିନ ପାଇଁ ଦାସ ହାଇେ ରହିବେ। ମାତ୍ର ତୁମ୍ଭମାନେେ ନିଜ ଭ୍ରାତା ଇଶ୍ରାୟେଲ ଲୋକମାନଙ୍କ ଉପରେ କଠାେର କତ୍ତୃର୍ତ୍ବ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ-ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ଵ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଜ ଅନ୍ତେ ଆପଣା ଭବିଷ୍ୟତ ସନ୍ତାନଗଣ ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତିରୂପେ ସେମାନଙ୍କୁ ଦେଇ ପାରିବ। ସେମାନେ ତୁମ୍ଭମାନଙ୍କର ଓ ତୁମ୍ଭର ପରିବାରର ସବୁଦିନ ପାଇଁ ଦାସ ହୋଇ ରହିବେ। ମାତ୍ର ତୁମ୍ଭେମାନେ ନିଜ ଭ୍ରାତା ଇସ୍ରାଏଲ ଲୋକମାନଙ୍କ ଉପରେ କଠୋର କର୍ତ୍ତୃତ୍ୱ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ-ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ।