Leviticus 25:47 — Compare Translations
5 translations compared side by side
Odia - 1840
"ଆଉ ଯଦି ତୁମ୍ଭମାନଙ୍କ ମଧିଅରେ କହେି ପ୍ରବାସୀ କି ବିଦେଶୀ ଧନୀ ହାଇୟୋଏ ଓ ତୁମ୍ଭର ସ୍ବଦେଶୀ ଲୋକ ଦରିଦ୍ର ହାଇୟୋଏ, ଆଉ ସହେି ବିଦେଶୀ ବା ପ୍ରବାସୀ ନିକଟରେ ସେ ନିଜକୁ ବିକ୍ରୀ କରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକେ;
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ପ୍ରବାସୀ କି ବିଦେଶୀ ଧନୀ ହୋଇଯାଏ ଓ ତୁମ୍ଭର ସ୍ୱଦେଶୀ ଲୋକ ଦରିଦ୍ର ହୋଇଯାଏ, ଆଉ ସେହି ବିଦେଶୀ ବା ପ୍ରବାସୀ ନିକଟରେ ସେ ନିଜକୁ ବିକ୍ରୀ କରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକ୍ରୟ କରେ;
Odia IRV 2017 (ଓଡିଆ ବାଇବେଲ)