Leviticus 25:49 — Compare Translations

5 translations compared side by side

Odia - 1840
"ତାହାର କକା କିମ୍ବା କକାର ପୁତ୍ର ତାକୁ ମୁକ୍ତ କରିପାରିବ। ଆଉ ତା'ର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାକୁ ମୁକ୍ତ କରିପାରିବ କିମ୍ବା ତାହାର ସ୍ବହସ୍ତ ରେ ଅଧିକ ଧନ ହେଲେ ସେ ନିଜକୁ ମଧ୍ଯ ମୁକ୍ତ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ । ଅବା ଯେବେ ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର କକା କିମ୍ବା କକାର ପୁତ୍ର ତାକୁ ମୁକ୍ତ କରି ପାରିବ। ଆଉ ତା’ର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାକୁ ମୁକ୍ତ କରି ପାରିବ କିମ୍ବା ତାହାର ସ୍ୱହସ୍ତରେ ଅଧିକ ଧନ ହେଲେ ସେ ନିଜକୁ ମଧ୍ୟ ମୁକ୍ତ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ; ଅବା ଯଦି ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ।
Odia IRV 2017 (ଓଡିଆ ବାଇବେଲ)
କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ; ଅବା ଯଦି ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ।