Leviticus 25:5 — Compare Translations

5 translations compared side by side

Odia - 1840
"ଯେଉଁ ଶସ୍ଯ ତୁମ୍ଭ କ୍ଷେତ୍ର ରେ ଆପେ ହାଇେଥିବା, ତାକୁ ତୁମ୍ଭମାନେେ କାଟିବ ନାହିଁ କିମ୍ବା ତୁମ୍ଭ ଅଝଡା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ। ତାହା ଭୂମିର ମହାବିଶ୍ରାମ ବର୍ଷ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହାବିଶ୍ରାମ-ବର୍ଷ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ହୋଇଥିବ, ତାକୁ ତୁମ୍ଭେମାନେ କାଟିବ ନାହିଁ କିମ୍ବା ତୁମ୍ଭ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ। ତାହା ଭୂମିର ମହାବିଶ୍ରାମ ବର୍ଷ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହା ବିଶ୍ରାମ ବର୍ଷ ହେବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହାବିଶ୍ରାମ ବର୍ଷ ହେବ।