Leviticus 25:50 — Compare Translations

5 translations compared side by side

Odia - 1840
"ତହିଁରେ ତାହାର ବିକ୍ରଯ ବର୍ଷଠାରୁ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ୟ୍ଯନ୍ତ ସେ କ୍ରଯକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରଯ ବର୍ଷର ସଂଖ୍ଯା ଅନୁସାରେ ତାହାର ମୂଲ୍ଯ ହବେ; ବର୍ତ୍ତନଜୀବୀର ଦିନ ତୁଲ୍ଯ ତାହାର ଦାସତ୍ବ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତାହାର ବିକ୍ରୟ-ବର୍ଷଠାରୁ ଯୋବେଲ-ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ-ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବର୍ତ୍ତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ଵ-କାଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ତହିଁରେ ତାହାର ବିକ୍ରୟ ବର୍ଷଠାରୁ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟା ଅନୁସାରେ ତାହାର ମୂଲ୍ୟ ହେବ; ବର୍ତ୍ତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତାହାର ବିକ୍ରୟ ବର୍ଷଠାରୁ ଯୋବେଲ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବେତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ କାଳ ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତାହାର ବିକ୍ରୟ ବର୍ଷଠାରୁ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବେତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ କାଳ ହେବ।