Leviticus 25:51 — Compare Translations

5 translations compared side by side

Odia - 1840
"ଯବେେ ମହୋଲ୍ଲାସ-ଉତ୍ସବ ବର୍ଷକୁ ଅନକେ ବର୍ଷ ବାକିଥାଏ ତବେେ କ୍ରଯ ମୂଲ୍ଯର ଏକ ବଡ ଅଂଶ ତାକୁ ଫରୋଇ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ଅନେକ ବର୍ଷ ବାକୀ ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେବେ ମହୋଲ୍ଲାସ-ଉତ୍ସବ ବର୍ଷକୁ ଅନେକ ବର୍ଷ ବାକିଥାଏ ତେବେ କ୍ରୟ ମୂଲ୍ୟର ଏକ ବଡ଼ ଅଂଶ ତାକୁ ଫେରାଇ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
Odia IRV 2017 (ଓଡିଆ ବାଇବେଲ)
ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।