Leviticus 25:52 — Compare Translations

5 translations compared side by side

Odia - 1840
"ଯଦି ମହୋଲ୍ଲାସ-ଉତ୍ସବ ବର୍ଷ ପର୍ୟ୍ଯନ୍ତ ଅଳ୍ପ ବର୍ଷ ବାକି ଥାଏ, ତବେେ ତାହା ସହିତ ସେ ଗଣନା କରିବ, ସହେି ବର୍ଷ ଅନୁସାରେ ସେ ଆପଣା କ୍ରଯ ମୂଲ୍ଯର ଏକ େଛାଟ ଅଂଶ ତାକୁ ଫରୋଇ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ଯୋବେଲ-ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକୀ ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ତାହା ସହିତ ସେ ଗଣନା କରିବ, ସେହି ବର୍ଷ ଅନୁସାରେ ସେ ଆପଣା କ୍ରୟ ମୂଲ୍ୟର ଏକ ଛୋଟ ଅଂଶ ତାକୁ ଫେରାଇ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ଯୋବେଲ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।