Leviticus 25:53 — Compare Translations
5 translations compared side by side
Odia - 1840
"ମାତ୍ର ସହେି ବ୍ଯକ୍ତି ତା' ସହିତ ଜଣେ କ୍ଷଣସ୍ଥାଯୀ ଘରୋଇ ସାହାୟ୍ଯକାରୀ ହିସାବ ରେ ରହିବ। ତୁମ୍ଭ ସାକ୍ଷାତ ରେ ତାହା ଉପରେ କହେି କଠାେର କତ୍ତୃର୍ତ୍ବ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ଵ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେହି ବ୍ୟକ୍ତି ତା’ ସହିତ ଜଣେ କ୍ଷଣସ୍ଥାୟୀ ଘରୋଇ ସାହାଯ୍ୟକାରୀ ହିସାବରେ ରହିବ। ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠୋର କର୍ତ୍ତୃତ୍ୱ କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ।