Leviticus 25:54 — Compare Translations
5 translations compared side by side
Odia - 1840
"ଯଦି ତାକୁ କହେି ମୁକ୍ତ ନକରେ, ତବେେ ସେ ଆପଣା ସନ୍ତାନଗଣ ସହ ମହୋଲ୍ଲାସ-ଉତ୍ସବ ବର୍ଷ ରେ ମୁକ୍ତ ହାଇେ ବାହାରି ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ-ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତାକୁ କେହି ମୁକ୍ତ ନ କରେ, ତେବେ ସେ ଆପଣା ସନ୍ତାନଗଣ ସହ ମହୋଲ୍ଲାସ-ଉତ୍ସବ ବର୍ଷରେ ମୁକ୍ତ ହୋଇ ବାହାରି ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୁବ୍ଲୀ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।