Leviticus 25:55 — Compare Translations
5 translations compared side by side
Odia - 1840
"କାରଣ ଇଶ୍ରାୟେଲ ସନ୍ତାନଗଣ ଆମ୍ଭର ଦାସ। ଆମ୍ଭେ ସମାନଙ୍କେୁ ମିଶର ଦେଶରୁ ଦାସତ୍ବରୁ ବାହାର କରି ଆଣିଅଛୁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଇସ୍ରାଏଲ ସନ୍ତାନଗଣ ଆମ୍ଭର ଦାସ। ଆମ୍ଭେ ସେମାନଙ୍କୁ ମିଶର ଦେଶରୁ ଦାସତ୍ୱରୁ ବାହାର କରି ଆଣିଅଛୁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଇସ୍ରାଏଲ ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”