Leviticus 25:6 — Compare Translations

5 translations compared side by side

Odia - 1840
"ଯଦିଓ ଭୂମି ପାଇଁ ବିଶ୍ରାମ ଅଟେ, ତୁମ୍ଭମାନଙ୍କ ପାଇଁ ଖାଦ୍ୟର ଅଭାବ ହବେ ନାହିଁ। ତୁମ୍ଭ ଦାସମାନଙ୍କର, ତୁମ୍ଭ ବର୍ତ୍ତନଜୀବୀମାନଙ୍କର ଓ ତୁମ୍ଭ ସହବାସୀ ବିଦେଶୀମାନଙ୍କର ଭକ୍ଷ୍ଯର ଅଭାବ ହବେ ନାହିଁ। ତେଣୁ ତୁମ୍ଭମାନଙ୍କର କାହାରି ଖାଦ୍ୟର ଅଭାବ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ଵରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର ଓ ତୁମ୍ଭ ଦାସର ଓ ତୁମ୍ଭ ଦାସୀର ଓ ତୁମ୍ଭ ବର୍ତ୍ତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;
Odia Bible ERV 2004 (ପବିତ୍ର ବାଇବଲ)
“ଯଦିଓ ଭୂମି ପାଇଁ ବିଶ୍ରାମ ଅଟେ, ତୁମ୍ଭମାନଙ୍କ ପାଇଁ ଖାଦ୍ୟର ଅଭାବ ହେବ ନାହିଁ। ତୁମ୍ଭ ଦାସମାନଙ୍କର, ତୁମ୍ଭ ବର୍ତ୍ତନଜୀବୀମାନଙ୍କର ଓ ତୁମ୍ଭ ସହବାସୀ ବିଦେଶୀମାନଙ୍କର ଭକ୍ଷ୍ୟର ଅଭାବ ହେବ ନାହିଁ। ତେଣୁ ତୁମ୍ଭମାନଙ୍କର କାହାରି ଖାଦ୍ୟର ଅଭାବ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବେତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;
Odia IRV 2017 (ଓଡିଆ ବାଇବେଲ)
ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବେତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;