Leviticus 25:7 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭମାନଙ୍କର ପଶୁର ଓ ଅନ୍ଯାନ୍ଯ ବନପଶୁମାନଙ୍କ ନିମନ୍ତେ ପ୍ରଚୁର ଖାଦ୍ୟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନପଶୁର ଆହାର ନିମନ୍ତେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭମାନଙ୍କର ପଶୁର ଓ ଅନ୍ୟାନ୍ୟ ବନପଶୁମାନଙ୍କ ନିମନ୍ତେ ପ୍ରଚୁର ଖାଦ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ।