Leviticus 25:8 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭେ ନିଜ ପାଇଁ ସାତ ବିଶ୍ରାମ ବର୍ଷ, ଅର୍ଥାତ୍ ସାତଗୁଣ ସାତବର୍ଷ ଗଣନା କରିବ, ତାହା ଦ୍ବାରା ସହେି ସାତଗୁଣ ସାତ ବର୍ଷର ସମୟ ତୁମ୍ଭ ପାଇଁ ଅଣଚାଶ ବର୍ଷ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍, ସାତଗୁଣ ସାତବର୍ଷ ଗଣନା କରିବ; ତହିଁରେ ସେହି ସାତଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋବେଲ ମୁକ୍ତିର ବର୍ଷ “ଆଉ ତୁମ୍ଭେ ନିଜ ପାଇଁ ସାତ ବିଶ୍ରାମ ବର୍ଷ, ଅର୍ଥାତ୍ ସାତଗୁଣ ସାତ ବର୍ଷ ଗଣନା କରିବ, ତାହା ଦ୍ୱାରା ସେହି ସାତଗୁଣ ସାତ ବର୍ଷର ସମୟ ତୁମ୍ଭ ପାଇଁ ଅଣଗ୍ଭଶ ବର୍ଷ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତ ଗୁଣ ସାତ ବର୍ଷ ଗଣନା କରିବ; ତହିଁରେ ସେହି ସାତ ଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତଗୁଣ ସାତବର୍ଷ ଗଣନା କରିବ; ତହିଁରେ ସେହି ସାତଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।