Leviticus 25:9 — Compare Translations
5 translations compared side by side
Odia - 1840
"ତହୁଁ ସପ୍ତମ ମାସର ଦଶମ ଦିନ ରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ, ପ୍ରଯଶ୍ଚିତ ଦିନ ରେ ତୁମ୍ଭମାନେେ ନିଜର ସମଗ୍ର ଦେଶ ରେ ତୂରୀ ବଜାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶଦ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ, ପ୍ରାୟଶ୍ଚିତ ଦିନରେ ତୁମ୍ଭେମାନେ ନିଜର ସମଗ୍ର ଦେଶରେ ତୂରୀ ବଜାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ।