Leviticus 26:10 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ବହୁକାଳ ପର୍ୟ୍ଯନ୍ତ ପୁରାତନ ଶସ୍ଯକୁ ଭୋଜନ କରିବ। ପୁଣି ନୂତନ ଶସ୍ଯ ଅମଳ ବଳକେୁ ରଖିବା ପାଇଁ ପୁରାତନ ଶସ୍ଯକୁ ବାହାର କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ବହୁକାଳ-ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ବହୁକାଳ ପର୍ଯ୍ୟନ୍ତ ପୁରାତନ ଶସ୍ୟକୁ ଭୋଜନ କରିବ। ପୁଣି ନୂତନ ଶସ୍ୟଅମଳ ବେଳକୁ ରଖିବା ପାଇଁ ପୁରାତନ ଶସ୍ୟକୁ ବାହାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।