Leviticus 26:11 — Compare Translations
5 translations compared side by side
Odia - 1840
"ଆମ୍ଭେ ଆମ୍ଭର ପବିତ୍ର ତମ୍ବୁ ତମ୍ଭମାନଙ୍କ ମଧିଅରେ ସ୍ଥାପନ କରିବା। ଆମ୍ଭେ ତୁମ୍ଭମାନଙ୍କୁ ଘୃଣା କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆମ୍ଭର ପବିତ୍ର ତମ୍ବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା। ଆମ୍ଭେ ତୁମ୍ଭମାନଙ୍କୁ ଘୃଣା କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।