Leviticus 26:12 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ଗମନା-ଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ବର ହବୋ। ଆଉ ତୁମ୍ଭମାନେ ଆମ୍ଭର ଲୋକ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ଵର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନା ଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା। ଆଉ ତୁମ୍ଭେମାନେ ଆମ୍ଭର ଲୋକ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।