Leviticus 26:13 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭ ସଦାପ୍ରଭୁ ପରମେଶ୍ବର ଅଟେ। ମୁଁ ତୁମ୍ଭମାନଙ୍କୁ ଦାସ ହବୋରୁ ରକ୍ଷା କଲି। ମୁଁ ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲି। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର। ମୁଁ ତୁମ୍ଭମାନଙ୍କର ୟୁଆଳିର ୟୋତ ଭାଙ୍ଗି ଅଛି ଓ ତୁମ୍ଭମାନେ ମୁଣ୍ତ ଉପରକୁ ଉଠାଇ ସିଧା ଗ୍ଭଲିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଟୁ। ଆମ୍ଭେ ତୁମ୍ଭମାନଙ୍କୁ ଦାସ ହେବାରୁ ରକ୍ଷା କଲୁ। ଆମ୍ଭେ ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲୁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର। ଆମ୍ଭେ ତୁମ୍ଭମାନଙ୍କର ଯୁଆଳିର ଯୋତ ଭାଙ୍ଗି ଅଛୁ ଓ ତୁମ୍ଭେମାନେ ମୁଣ୍ତ ଉପରକୁ ଉଠାଇ ସିଧା ଗ୍ଭଲିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)