Leviticus 26:14 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯଦି ଆମ୍ଭର ବାକ୍ଯ ରେ ମନୋୟୋଗ ନ କରିବ ଓ ଆମ୍ଭର ସକଳ ଆଜ୍ଞା ପାଳନ ନ କରିବ ତବେେ ଏହି ସବୁ ଅଘଟଣମାନ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଅବଜ୍ଞାପାଇଁ ଦଣ୍ତ “ତୁମ୍ଭେମାନେ ଯଦି ଆମ୍ଭର ବାକ୍ୟରେ ମନୋଯୋଗ ନ କରିବ ଓ ଆମ୍ଭର ସକଳ ଆଜ୍ଞା ପାଳନ ନ କରିବ ତେବେ ଏହିସବୁ ଅଘଟଣମାନ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;