Leviticus 26:15 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯଦି ମାରେ ବ୍ଯବସ୍ଥା ଅବଜ୍ଞା କର ଓ ମାରେ ଆଜ୍ଞାକୁ ଘୃଣା କର ଓ ମାରେ ଆଜ୍ଞାକୁ ଅନୁସରଣ ନକର, ତବେେ ତୁମ୍ଭମାନେେ ମାରେ ଚୁକ୍ତି ଲଙ୍ଘନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେବେ ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯଦି ଆମ୍ଭର ବ୍ୟବସ୍ଥା ଅବଜ୍ଞା କର ଓ ଆମ୍ଭର ଆଜ୍ଞାକୁ ଘୃଣା କର ଓ ଆମ୍ଭର ଆଜ୍ଞାକୁ ଅନୁସରଣ ନ କର, ତେବେ ତୁମ୍ଭେମାନେ ଆମ୍ଭର ଚୁକ୍ତି ଲଙ୍ଘନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,