Leviticus 26:16 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭମାନେେ ତାହା କର, ତବେେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଭୟଙ୍କର ଅଘଟଣ ଘଟାଇବା। ଆମ୍ଭେ ତୁମ୍ଭମାନଙ୍କ ପ୍ରତି ୟକ୍ଷ୍ମା ଓ ଜ୍ବର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ, ପ୍ରାଣ କ୍ଷଯ କରିବ। ଆଉ ତୁମ୍ଭମାନେେ ବୃଥା ରେ ବୀଜ ବୁଣିବ, କାରଣ ଶତୃମାନେ ତାକୁ ଖାଇଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବିହ୍ଵଳତା, ଅର୍ଥାତ୍, ଯକ୍ଷ୍ମା ଓ ଜ୍ଵର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେମାନେ ତାହା କର, ତେବେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଭୟଙ୍କର ଅଘଟଣ ଘଟାଇବା। ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯକ୍ଷ୍ମା ଓ ଜ୍ୱର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ, ପ୍ରାଣ କ୍ଷୟ କରିବ। ଆଉ ତୁମ୍ଭେମାନେ ବୃଥାରେ ବୀଜ ବୁଣିବ, କାରଣ ଶତ୍ରୁମାନେ ତାକୁ ଖାଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।
Odia IRV 2017 (ଓଡିଆ ବାଇବେଲ)