Leviticus 26:17 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭ ବିରୁଦ୍ଧ ରେ ୟିବି, ତୁମ୍ଭମାନେେ ତୁମ୍ଭମାନଙ୍କର ଶତୃମାନଙ୍କ ଦ୍ବାରା ପରାଜିତ ହବେ, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସମାନେେ ତୁମ୍ଭମାନଙ୍କ ଉପରେ ଶାସନ କରିବେ ଓ କହେି ତୁମ୍ଭମାନଙ୍କ ପଛ ରେ ନ ଗୋଡ଼ାଇଲେ ହେଁ ତୁମ୍ଭମାନେେ ଦୌଡି ପଳାଇୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭମାନଙ୍କ ପ୍ରତିକୂଳରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣର ଅଗ୍ରତେ ହତ ହେବ ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇ ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭ ବିରୁଦ୍ଧରେ ଯିବା, ତୁମ୍ଭେମାନେ ତୁମ୍ଭମାନଙ୍କର ଶତ୍ରୁମାନଙ୍କ ଦ୍ୱାରା ପରାଜିତ ହେବ, ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସେମାନେ ତୁମ୍ଭମାନଙ୍କ ଉପରେ ଶାସନ କରିବେ ଓ କେହି ତୁମ୍ଭମାନଙ୍କ ପଛରେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ଦୌଡ଼ି ପଳାଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।
Odia IRV 2017 (ଓଡିଆ ବାଇବେଲ)