Leviticus 26:18 — Compare Translations

5 translations compared side by side

Odia - 1840
"ଏସବୁ ହେଲାପରେ ଯବେେ ତୁମ୍ଭେ ଆମ୍ଭ ବାକ୍ଯ ରେ ମନୋୟୋଗ ନ କରିବ ତବେେ ଆମ୍ଭେ ତୁମ୍ଭମାନଙ୍କର ପାପ ୟୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଅଧିକ ଦଣ୍ତ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏହା ହେଲେ ହେଁ ଯେବେ ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ତ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
“ଏସବୁ ହେଲା ପରେ ଯେବେ ତୁମ୍ଭେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ତେବେ ଆମ୍ଭେ ତୁମ୍ଭମାନଙ୍କର ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଅଧିକ ଦଣ୍ତ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।
Odia IRV 2017 (ଓଡିଆ ବାଇବେଲ)
ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା।