Leviticus 26:19 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭେ ତୁମ୍ଭର ବଳର ଗର୍ବକୁ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶକୁ ଲୌହତୁଲ୍ଯ ଓ ଭୂମିକୁ ପିତଳତୁଲ୍ଯ ତରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ତୁମ୍ଭର ବଳର ଗର୍ବକୁ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶକୁ ଲୌହତୁଲ୍ୟ ଓ ଭୂମିକୁ ପିତ୍ତଳତୁଲ୍ୟ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା।