Leviticus 26:2 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଆମ୍ଭର ସ୍ବତନ୍ତ୍ର ବିଶ୍ରାମଦିବସ ପାଳନ କରିବ ଓ ଆମ୍ଭର ପବିତ୍ରସ୍ଥାନକୁ ସମ୍ମାନ କରିବ, ଆମ୍ଭେ ସଦାପ୍ରଭୁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆମ୍ଭର ସକଳ ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଆମ୍ଭର ସ୍ୱତନ୍ତ୍ର ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମ୍ମାନ କରିବ, ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆମ୍ଭର ସକଳ ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆମ୍ଭର ସକଳ ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।