Leviticus 26:20 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ବୃଥା ପରିଶ୍ରମ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ଯ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷ ସକଳ ଫଳ ଉତ୍ପନ୍ନ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ବୃଥା ପରିଶ୍ରମ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷ ସକଳ ଫଳ ଉତ୍ପନ୍ନ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ।