Leviticus 26:21 — Compare Translations
5 translations compared side by side
Odia - 1840
"ଆଉ ଯଦି ତୁମ୍ଭମାନେେ ପୁନର୍ବାର ଆମ୍ଭର ପ୍ରତିକୂଳାଚରଣ କରିବ, ତବେେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ କ୍ଲେଶ ଦବୋ। ତୁମ୍ଭମାନେେ ଯେତେ ଅଧିକ ପାପ କରିବ େସତେ ଅଧିକ ଦଣ୍ତ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ତୁମ୍ଭେମାନେ ଆମ୍ଭର ପ୍ରତିକୂଳାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଳେଶ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯଦି ତୁମ୍ଭେମାନେ ପୁନର୍ବାର ଆମ୍ଭର ପ୍ରତିକୂଳାଚରଣ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ କ୍ଳେଶ ଦେବା। ତୁମ୍ଭେମାନେ ଯେତେ ଅଧିକ ପାପ କରିବ ସେତେ ଅଧିକ ଦଣ୍ତ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।