Leviticus 26:22 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କ ପ୍ରତିକୂଳ ରେ ମୁଁ ବନ୍ଯପଶୁମାନଙ୍କୁ ପଠାଇବି, ତହିଁରେ ସମାନେେ ତୁମ୍ଭମାନଙ୍କୁ ସନ୍ତାନ ବିହୀନ କରିବେ ଓ ତୁମ୍ଭମାନଙ୍କର ଗୃହପାଳିତ ପଶୁମାନଙ୍କୁ କରିବେ, ସମାନେେ ତୁମ୍ଭମାନଙ୍କୁ ଅଳ୍ପ ସଂଖ୍ଯକ କରିବେ, ଆଉ ତୁମ୍ଭମାନଙ୍କ ରାଜପଥ ସକଳ ଶୂନ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭମାନଙ୍କ ପ୍ରତିକୂଳରେ ବନପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁଗଣକୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଧ୍ଵଂସିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ପ୍ରତିକୂଳରେ ଆମ୍ଭେ ବନ୍ୟପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନ ବିହୀନ କରିବେ ଓ ତୁମ୍ଭମାନଙ୍କର ଗୃହପାଳିତ ପଶୁମାନଙ୍କୁ ବଧ କରିବେ, ସେମାନେ ତୁମ୍ଭମାନଙ୍କୁ ଅଳ୍ପ ସଂଖ୍ୟକ କରିବେ, ଆଉ ତୁମ୍ଭମାନଙ୍କ ରାଜପଥ ସକଳ ଶୂନ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)