Leviticus 26:23 — Compare Translations

5 translations compared side by side

Odia - 1840
"ଏହାସବୁ ହେଲାପରେ ଯଦି ତୁମ୍ଭମାନେେ ଆମ୍ଭ ପ୍ରତି ପରିବର୍ତ୍ତନ ହବେ ନାହିଁ ଓ ଆମ୍ଭର ପ୍ରତିକୂଳାଚରଣ କରିବ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ହେଲେ ହେଁ ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ପ୍ରତିକୂଳାଚରଣ କରିବ,
Odia Bible ERV 2004 (ପବିତ୍ର ବାଇବଲ)
“ଏହାସବୁ ହେଲା ପରେ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ପରିବର୍ତ୍ତନ ହେବ ନାହିଁ ଓ ଆମ୍ଭର ପ୍ରତିକୂଳାଚରଣ କରିବ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ,
Odia IRV 2017 (ଓଡିଆ ବାଇବେଲ)
ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ,