Leviticus 26:24 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବି ଓ ତୁମ୍ଭମାନଙ୍କ ପାପ ସକାେଶ ମୁଁ ତୁମ୍ଭମାନଙ୍କୁ ସାତଗୁଣ ଦଣ୍ତିତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ସକାଶେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ ଦଣ୍ତିତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା।