Leviticus 26:25 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିଯମ ଲଙ୍ଘନର ପ୍ରତିଫଳ ହବେ। ତୁମ୍ଭମାନେେ ନଗର ମଧିଅରେ ଏକତ୍ର ହେଲେ ଆମ୍ଭେ ତୁମ୍ଭମାନଙ୍କ ମଧ୍ଯକୁ ମହାମାରୀ ପଠାଇବା, ତହିଁରେ ତୁମ୍ଭମାନେେ ଶତୃ ହସ୍ତ ରେ ସମର୍ପିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ଼୍ଗ ଆଣିବା, ତାହା ନିୟମ-ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁହସ୍ତରେ ସମର୍ପିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ଼୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ହେବ। ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା, ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।