Leviticus 26:27 — Compare Translations

5 translations compared side by side

Odia - 1840
"ଏହା ହେଲାପରେ ଯଦି ତୁମ୍ଭମାନେେ ଆମ୍ଭ କଥା ଶୁଣିବ ନାହିଁ ଓ ଆମ୍ଭର ପ୍ରତିକୂଳାଚରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ହେଲେ ହେଁ ଯେବେ ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ପ୍ରତିକୂଳାଚରଣ କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ଏହା ହେଲା ପରେ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ ଓ ଆମ୍ଭର ପ୍ରତିକୂଳାଚରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ହେଲେ ହେଁ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ;
Odia IRV 2017 (ଓଡିଆ ବାଇବେଲ)
ଏହା ହେଲେ ହେଁ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ;