Leviticus 26:28 — Compare Translations
5 translations compared side by side
Odia - 1840
"ତବେେ ଆମ୍ଭେ କୋର୍ଧ ରେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଶାସ୍ତି ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ପ୍ରତିକୂଳା-ଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଶାସ୍ତି ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ବିରୁଦ୍ଧାଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା।