Leviticus 26:29 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଏତେ କ୍ଷୁଧିତ ହବେ ଯେ ଆପଣା ପୁତ୍ର ଓ କନ୍ଯାମାନଙ୍କର ମାଂସ ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ମାଂସ ଖାଇବ ଓ କନ୍ୟାଗଣର ମାଂସ ତୁମ୍ଭେମାନେ ଭୋଜନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଏତେ କ୍ଷୁଧିତ ହେବ ଯେ ଆପଣା ପୁତ୍ର ଓ କନ୍ୟାମାନଙ୍କର ମାଂସ ଭୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ।