Leviticus 26:3 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯଦି ତାହା କର, ତବେେ ମାରେ କରୁଣା ଦୃଷ୍ଟି ପାଇବ। ଦରକାର ଅନୁସାରେ ତୁମ୍ଭେ ବୃଷ୍ଟି ପାଇବ। ଆମ୍ଭର ସମସ୍ତ ବ୍ଯବସ୍ଥା ଓ ଆଜ୍ଞା ପାଳନ କର ଓ ମାନି ଚଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚଳିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଯଦି ତାହା କର, ତେବେ ଆମ୍ଭର କରୁଣା ଦୃଷ୍ଟି ପାଇବ। ଦରକାର ଅନୁସାରେ ତୁମ୍ଭେ ବୃଷ୍ଟି ପାଇବ। ଆମ୍ଭର ସମସ୍ତ ବ୍ୟବସ୍ଥା ଓ ଆଜ୍ଞା ପାଳନ କର ଓ ମାନି ଚଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;