Leviticus 26:30 — Compare Translations

5 translations compared side by side

Odia - 1840
"ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳ ସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ୟ୍ଯ ପ୍ରତିମା ସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣଙ୍କ ଦହେ ଉପରେ ତୁମ୍ଭମାନଙ୍କ ମୃତଦହେ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ-ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳ ସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମା ସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।