Leviticus 26:31 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭର ନଗର ସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ରସ୍ଥାନ ସକଳ ଶୂନ୍ଯ କରିବା। ଆଉ ଆମ୍ଭେ ତୁମ୍ଭମାନଙ୍କର ଦତ୍ତ ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭର ନଗର ସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନ ସକଳ ଶୂନ୍ୟ କରିବା। ଆଉ ଆମ୍ଭେ ତୁମ୍ଭମାନଙ୍କର ଦତ୍ତ ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।