Leviticus 26:32 — Compare Translations
5 translations compared side by side
Odia - 1840
"ପୁଣି ଆମ୍ଭେ ଦେଶକୁ ଶୂନ୍ଯସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କର ଶତୃଗଣ ତହିଁରେ ଆଶ୍ଚର୍ୟ୍ଯଜ୍ଞାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟଜ୍ଞାନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କର ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟଜ୍ଞାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟ ଜ୍ଞାନ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟ ଜ୍ଞାନ କରିବେ।