Leviticus 26:33 — Compare Translations
5 translations compared side by side
Odia - 1840
"ଆଉ ଆମ୍ଭେ ନାନାଦେଶୀଯ ଲୋକମାନଙ୍କ ମଧିଅରେ ତୁମ୍ଭମାନଙ୍କୁ ଚ୍ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଖଡ୍ଗ ଉତ୍ତୋଳନ କରିବା। ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ଯସ୍ଥାନ ହବେ ଓ ତୁମ୍ଭମାନଙ୍କ ନଗର ସକଳ ମରୁଭୂମି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ଼୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ନାନାଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ଉତ୍ତୋଳନ କରିବା। ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗର ସକଳ ମରୁଭୂମି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ।