Leviticus 26:34 — Compare Translations
5 translations compared side by side
Odia - 1840
"ତା'ପରେ ଦେଶ ଶୂନ୍ଯ ହାଇଯେିବ ଓ ତୁମ୍ଭମାନେେ ଆପଣା ଶତୃଗଣ ଦେଶ ରେ ରହିବ, ତା'ପରେ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ, ଅର୍ଥାତ୍ ଭୂମି ଆପଣା ବିଶ୍ରାମ ଉପ ଭୋଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯେପର୍ଯ୍ୟନ୍ତ ଦେଶ ଶୂନ୍ୟସ୍ଥାନ ହୋଇଥିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣର ଦେଶରେ ରହିବ, ସେପର୍ଯ୍ୟନ୍ତ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ; ଅର୍ଥାତ୍, ସେସମୟରେ ଭୂମି ବିଶ୍ରାମ କରି ଆପଣା ବିଶ୍ରାମ ଗ୍ରହଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣ ଦେଶରେ ରହିବ, ତା’ପରେ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ, ଅର୍ଥାତ୍ ଭୂମି ଆପଣା ବିଶ୍ରାମ ଉପଭୋଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯେପର୍ଯ୍ୟନ୍ତ ଦେଶ ଶୂନ୍ୟସ୍ଥାନ ହୋଇଥିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣର ଦେଶରେ ରହିବ, ସେପର୍ଯ୍ୟନ୍ତ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ; ଅର୍ଥାତ୍, ସେହି ସମୟରେ ଭୂମି ବିଶ୍ରାମ କରି ଆପଣା ବିଶ୍ରାମ ଗ୍ରହଣ କରିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯେପର୍ଯ୍ୟନ୍ତ ଦେଶ ଶୂନ୍ୟସ୍ଥାନ ହୋଇଥିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣର ଦେଶରେ ରହିବ, ସେପର୍ଯ୍ୟନ୍ତ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ; ଅର୍ଥାତ୍, ସେହି ସମୟରେ ଭୂମି ବିଶ୍ରାମ କରି ଆପଣା ବିଶ୍ରାମ ଗ୍ରହଣ କରିବ।