Leviticus 26:35 — Compare Translations

5 translations compared side by side

Odia - 1840
"ବ୍ଯବସ୍ଥା ଅନୁସାରେ ଭୂମି ପ୍ରତି ସାତବର୍ଷ ରେ ଆପଣା ବିଶ୍ରାମ ଏକ ବର୍ଷ ନବେ। ତୁମ୍ଭେ ବାସ କରୁଥିଲା ବେଳେ ଯେଉଁ ବିଶ୍ରାମ ପାଇ ନଥିଲ। ସ୍ଥାନ ଶୂନ୍ଯ ଥିଲା ବେଳେ ସେ ବିଶ୍ରାମ ଗ୍ରହଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେକାଳ ତାହା ଶୂନ୍ୟସ୍ଥାନ ହୋଇ ରହିବ, ସେତେକାଳ ତାହା ବିଶ୍ରାମ ପାଇବ; ଅର୍ଥାତ୍, ତୁମ୍ଭେମାନେ ତହିଁ ମଧ୍ୟରେ ବାସ କରିବା ସମୟରେ ତୁମ୍ଭମାନଙ୍କ ବିଶ୍ରାମ କାଳରେ ତାହା ଯେଉଁ ବିଶ୍ରାମ ପାଇ ନ ଥିଲା, ତାହା ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥା ଅନୁସାରେ ଭୂମି ପ୍ରତି ସାତ ବର୍ଷରେ ଆପଣା ବିଶ୍ରାମ ଏକ ବର୍ଷ ନେବ। ତୁମ୍ଭେ ବାସ କରୁଥିଲାବେଳେ ଯେଉଁ ବିଶ୍ରାମ ପାଇ ନ ଥିଲ। ସ୍ଥାନ ଶୂନ୍ୟ ଥିଲାବେଳେ ସେ ବିଶ୍ରାମ ଗ୍ରହଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେକାଳ ତାହା ଶୂନ୍ୟସ୍ଥାନ ହୋଇ ରହିବ, ସେତେକାଳ ତାହା ବିଶ୍ରାମ ପାଇବ; ଅର୍ଥାତ୍‍, ତୁମ୍ଭେମାନେ ତହିଁ ମଧ୍ୟରେ ବାସ କରିବା ସମୟରେ ତୁମ୍ଭମାନଙ୍କ ବିଶ୍ରାମ କାଳରେ ତାହା ଯେଉଁ ବିଶ୍ରାମ ପାଇ ନ ଥିଲା, ତାହା ପାଇବ।
Odia IRV 2017 (ଓଡିଆ ବାଇବେଲ)
ଯେତେକାଳ ତାହା ଶୂନ୍ୟସ୍ଥାନ ହୋଇ ରହିବ, ସେତେକାଳ ତାହା ବିଶ୍ରାମ ପାଇବ; ଅର୍ଥାତ୍‍, ତୁମ୍ଭେମାନେ ତହିଁ ମଧ୍ୟରେ ବାସ କରିବା ସମୟରେ ତୁମ୍ଭମାନଙ୍କ ବିଶ୍ରାମ କାଳରେ ତାହା ଯେଉଁ ବିଶ୍ରାମ ପାଇ ନ ଥିଲା, ତାହା ପାଇବ।