Leviticus 26:36 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ମଧିଅରେ ଯେଉଁମାନେ ଅବଶିଷ୍ଟ ରହିବେ ସମାନେେ ଶତୃମାନଙ୍କ ଦେଶ ରେ ସାହସିକତା ହରାଇବେ। ସମାନେେ ପତ୍ରଝଡାର ଶଦ୍ଦ ଶୁଣିଲେ ମଧ୍ଯ ଦୌଡି ପଳାଇବେ। ପୁଣି ଖଡ୍ଗଧାରରୁ ପକାଇଲା ଲୋକପରି ସମାନେେ ଦୌଡିବେ ଓ କହେି ସମାନଙ୍କେୁ ନ ଗୋଡ଼ାଇଲେ ହେଁ ସମାନେେ ପତିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ବିଷର୍ଣ୍ଣତା ପଠାଇବା ଓ (ବାୟୁରେ) ଚାଳିତ ପତ୍ରର ଶଦ୍ଦ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ଼୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ ସେମାନେ ଶତ୍ରୁମାନଙ୍କ ଦେଶରେ ସାହସିକତା ହରାଇବେ। ସେମାନେ ପତ୍ରଝଡ଼ାର ଶବ୍ଦ ଶୁଣିଲେ ମଧ୍ୟ ଦୌଡ଼ି ପଳାଇବେ। ପୁଣି ଖଡ଼୍ଗଧାରରୁ ପଲାଇଲା ଲୋକପରି ସେମାନେ ଦୌଡ଼ିବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।
Odia IRV 2017 (ଓଡିଆ ବାଇବେଲ)