Leviticus 26:37 — Compare Translations

5 translations compared side by side

Odia - 1840
"ପୁଣି କହେି ନ ଗୋଡ଼ାଇଲେ ହେଁ ଖଡ୍ଗ ସମ୍ମୁଖ ରେ, ସପରେି ଏକ ଅନ୍ୟ ଉପରେ ଝୁଣ୍ଟି ପଡିବେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ଼୍‍ଗ ସମ୍ମୁଖରେ, ସେପରି ସେମାନେ ଏକଆରେକ ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣର ସମ୍ମୁଖରେ ଛିଡ଼ା ହେବା ପାଇଁ ତୁମ୍ଭମାନଙ୍କର ବଳ ପାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କେହି ନ ଗୋଡ଼ାଇଲେ ହେଁ ‌‌ଖ‌ଡ଼୍‌ଗ ସମ୍ମୁଖରେ, ସେପରି ଏକ ଅନ୍ୟ ଉପରେ ଝୁଣ୍ଟି ପଡ଼ିବେ। “ଆଉ ଶତ୍ରୁଗଣର ସମ୍ମୁଖରେ ଛିଡ଼ା ହେବାକୁ ତୁମ୍ଭମାନଙ୍କର ବଳ ପାଇବ ନହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ୍ଗ ସମ୍ମୁଖରେ, ସେପରି ସେମାନେ ପରସ୍ପର ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣ ସମ୍ମୁଖରେ ଠିଆ ହେବା ପାଇଁ ସେମାନଙ୍କର ବଳ ପାଇବ ନାହିଁ।