Leviticus 26:38 — Compare Translations
5 translations compared side by side
Odia - 1840
"ତୁମ୍ଭେ ଅନ୍ୟଦେଶୀଯ ଲୋକମାନଙ୍କ ମଧିଅରେ ବିନଷ୍ଟ ହବେ ଓ ତୁମ୍ଭମାନଙ୍କର ଶତୃଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କର ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ।