Leviticus 26:39 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭମାନଙ୍କ ମଧିଅରେ ଯେଉଁମାନେ ଅବଶିଷ୍ଟ ରହିବେ, ସମାନେେ ଦୁଃଖ ଭୋଗିବେ ଏବଂ ଶତୃର ଦେଶରୁ ଉଚ୍ଛଦେ ହବେେ ନିଜ ଅପରାଧ ଯୋଗୁଁ ଓ ଆପଣା ପୂର୍ବପୁରୁଷ ମାନଙ୍କର ଅପରାଧ ହତେୁ ସମାନେେ କଷ୍ଟ ଭୋଗ କରିବନୋହିଁା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ହେତୁରୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଦୁଃଖ ଭୋଗିବେ ଏବଂ ଶତ୍ରୁର ଦେଶରୁ ଉଚ୍ଛେଦ ହେବେ ନିଜ ଅପରାଧ ଯୋଗୁଁ ଓ ଆପଣା ପୂର୍ବପୁରୁଷମାନଙ୍କର ଅପରାଧ ହେତୁ ସେମାନେ କଷ୍ଟ ଭୋଗ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ।