Leviticus 26:4 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ତାହା କର, ମୁଁ ଠିକ୍ ଋତୁ ରେ ବର୍ଷା କରିବି, ଆଉ ତୁମ୍ଭମାନେେ ସର୍ବଦା ମାରେକରୁଣା ପାଇବ ଏବଂ ତୁମ୍ଭମାନଙ୍କର ଦରକାର ଅନୁସାରେ ତୁମ୍ଭମାନେେ ବୃଷ୍ଟି ପାଇ ପାରିବ। ଭୂମି ୟଥେଷ୍ଟ ଶସ୍ଯ ଉତ୍ପନ୍ନ କରିବ ଓ ବୃକ୍ଷଗୁଡିକ ପ୍ରଚୁର ଫଳଧାରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ତୁମ୍ଭମାନଙ୍କୁ ବୃଷ୍ଟି ଉପଯୁକ୍ତ ସମୟରେ ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ତାହା କର, ଆମ୍ଭେ ଠିକ୍ ଋତୁରେ ବର୍ଷା କରିବା, ଆଉ ତୁମ୍ଭେମାନେ ସର୍ବଦା ଆମ୍ଭର କରୁଣା ପାଇବ ଏବଂ ତୁମ୍ଭମାନଙ୍କର ଦରକାର ଅନୁସାରେ ତୁମ୍ଭେମାନେ ବୃଷ୍ଟି ପାଇ ପାରିବ। ଭୂମି ଯଥେଷ୍ଟ ଶସ୍ୟ ଉତ୍ପନ୍ନ କରିବ ଓ ବୃକ୍ଷଗୁଡ଼ିକ ପ୍ରଚୁର ଫଳଧାରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟିଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟି ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।