Leviticus 26:40 — Compare Translations
5 translations compared side by side
Odia - 1840
"ମାତ୍ର ଲୋକମାନେ ସମାନଙ୍କେର ପାପ ସ୍ବକାର କରି ପାରନ୍ତି ଓ ସମାନେେ ସମାନଙ୍କେ ପୂର୍ବପୁରୁଷମାନଙ୍କର ଅପରାଧ ସ୍ବୀକାର କରିପାରନ୍ତି ଓ ସମାନେେ ଆମ୍ଭ ବିରୁଦ୍ଧ ରେ ପାପ କରିଛନ୍ତି ବୋଲି ସ୍ବୀକାର କରି ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ
Odia Bible ERV 2004 (ପବିତ୍ର ବାଇବଲ)
ଚିରକାଳ ଆଶା “ମାତ୍ର ଲୋକମାନେ ସେମାନଙ୍କର ପାପ ସ୍ୱୀକାର କରି ପାରନ୍ତି ଓ ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କର ଅପରାଧ ସ୍ୱୀକାର କରି ପାରନ୍ତି ଓ ସେମାନେ ଆମ୍ଭ ବିରୁଦ୍ଧରେ ପାପ କରିଛନ୍ତି ବୋଲି ସ୍ୱୀକାର କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;