Leviticus 26:41 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ସମାନେେ ଆମ୍ଭର ପ୍ରତିକୂଳାଚରଣ କରିବା ହତେୁ ଆମ୍ଭେ ମଧ୍ଯ ସମାନଙ୍କେର ପ୍ରତିକୂଳାଚରଣ କଲୁ। ସମାନଙ୍କେୁ ସମାନଙ୍କେ ଶତୃଗଣର ଦେଶରୁ ଆଣିଲୁ, ଏହା ସମାନେେ ସ୍ବୀକାର କରିବେ। ତହିଁରେ ଯବେେ ସମାନଙ୍କେ ଦୃଦଯ ନମ୍ର ହବେ ଓ ସମାନେେ ନିଜନିଜ ଅପରାଧର ଦଣ୍ତ ଗ୍ରହଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ମଧ୍ୟ ସେମାନେ ଆମ୍ଭର ପ୍ରତିକୂଳାଚରଣ କରିବା ହେତୁରୁ ଆମ୍ଭେ ହିଁ ଯେ ସେମାନଙ୍କର ପ୍ରତିକୂଳାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ଵୀକାର କରିବେ; ତହିଁରେ ଯେବେ ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ତ ଗ୍ରହଣ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସେମାନେ ଆମ୍ଭର ପ୍ରତିକୂଳାଚରଣ କରିବା ହେତୁ ଆମ୍ଭେ ମଧ୍ୟ ସେମାନଙ୍କର ପ୍ରତିକୂଳାଚରଣ କଲୁ। ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶରୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ। ତହିଁରେ ଯେବେ ସେମାନଙ୍କ ହୃଦୟ ନମ୍ର ହେବ ଓ ସେମାନେ ନିଜ ନିଜ ଅପରାଧର ଦଣ୍ତ ଗ୍ରହଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;
Odia IRV 2017 (ଓଡିଆ ବାଇବେଲ)