Leviticus 26:42 — Compare Translations

5 translations compared side by side

Odia - 1840
"ତବେେ ଆମ୍ଭେ ଯାକୁବ ସହିତ, ଇସ୍ହାକ୍ ସହିତ ଅବ୍ରହାମଙ୍କ ସହିତ ଆପଣା ନିଯମ ସ୍ମରଣ କରିବା ଓ ଆମ୍ଭେ ଦେଶକୁ ମଧ୍ଯ ସ୍ମରଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆମ୍ଭେ ଯାକୁବ ସହିତ ଆପଣା ନିୟମ ସ୍ମରଣ କରିବା ଓ ମଧ୍ୟ ଇସ୍‍ହାକ ସହିତ ଆପଣା ନିୟମ ଓ ମଧ୍ୟ ଅବ୍ରହାମ ସହିତ ଆପଣା ନିୟମ ସ୍ମରଣ କରିବା; ପୁଣି ଆମ୍ଭେ ଦେଶକୁ ସ୍ମରଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଆମ୍ଭେ ଯାକୁବ ସହିତ, ଇ‌‌‌ସ୍‌‌‌ହାକ୍ ସହିତ, ଅବ୍ରହାମଙ୍କ ସହିତ ଆପଣା ନିୟମ ସ୍ମରଣ କରିବା ଓ ଆମ୍ଭେ ଦେଶକୁ ମଧ୍ୟ ସ୍ମରଣ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆମ୍ଭେ ଯାକୁବ ସହିତ ଆପଣା ନିୟମ ସ୍ମରଣ କରିବା ଓ ମଧ୍ୟ ଇସ୍‌ହାକ ସହିତ ଆପଣା ନିୟମ ଓ ମଧ୍ୟ ଅବ୍ରହାମ ସହିତ ଆପଣା ନିୟମ ସ୍ମରଣ କରିବା; ପୁଣି ଆମ୍ଭେ ଦେଶକୁ ସ୍ମରଣ କରିବା।
Odia IRV 2017 (ଓଡିଆ ବାଇବେଲ)
ତେବେ ଆମ୍ଭେ ଯାକୁବ ସହିତ ଆପଣା ନିୟମ ସ୍ମରଣ କରିବା ଓ ମଧ୍ୟ ଇସ୍‍ହାକ ସହିତ ଆପଣା ନିୟମ ଓ ମଧ୍ୟ ଅବ୍ରହାମ ସହିତ ଆପଣା ନିୟମ ସ୍ମରଣ କରିବା; ପୁଣି ଆମ୍ଭେ ଦେଶକୁ ସ୍ମରଣ କରିବା।